Advertisment

ରୋଚକ ରାଜନୀତି,ଯୋଜନା ବୈଠକରେ ବାପ-ଝିଅ କଥା କଟାକଟି

ମାଲକାନଗିରିରେ ରୋଚକ ରାଜନୀତି । ଜିଲ୍ଲା ଯୋଜନା ବୈଠକରେ ବାପା-ଝିଅ କଟାକଟି । ମାଲକାନଗିରି ଯୋଜନା ବୈଠକରେ ମୁହାଁମୁହିଁ ହୋଇଛନ୍ତି ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ବିଜେପି ଜିଲ୍ଲା ପରିଷଦ ସଭ୍ୟ ତଥା ବିଧାୟକଙ୍କ ଝିଅ ଶାନ୍ତିଲତା ମାଝୀ ।

Advertisment

ମାଲକାନଗିରିରେ ରୋଚକ ରାଜନୀତି । ଜିଲ୍ଲା ଯୋଜନା ବୈଠକରେ ବାପା-ଝିଅ କଥା କଟାକଟି । ମାଲକାନଗିରି ଯୋଜନା ବୈଠକରେ ମୁହାଁମୁହିଁ ହୋଇଛନ୍ତି ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ବିଜେପି ଜିଲ୍ଲା ପରିଷଦ ସଭ୍ୟ ତଥା ବିଧାୟକଙ୍କ ଝିଅ ଶାନ୍ତିଲତା ମାଝୀ । ବୈଠକ ପୂର୍ବରୁ ଦସ୍ତଖତ ନେବାକୁ ବିରୋଧ କଲେ ଝିଅ । 

Advertisment
Odisha Malkangiri
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ