Advertisment

ସାର ଯୋଗାଣରେ ଅବହେଳା ଅଭିଯୋଗ ନେଇ ବିଜୁ କୃଷକ ଜନତା ଦଳର ପ୍ରତିବାଦ

ସାର ଯୋଗାଣରେ ଅବହେଳା ଅଭିଯୋଗ ନେଇ ବିଜୁ କୃଷକ ଜନତା ଦଳର ପ୍ରତିବାଦ। ରାଜଭବନ ଆଗରେ ବିଜୁ କୃଷକ ଜନତା ଦଳର କେନ୍ଦ୍ର କରୁଥିବା ଅବହେଳା ଅଭିଯୋଗରେ ବିକ୍ଷୋଭ।

ଅଦ୍ୟତନ ହୋଇଛି
Advertisment

ସାର ଯୋଗାଣରେ ଅବହେଳା ଅଭିଯୋଗ ନେଇ ବିଜୁ କୃଷକ ଜନତା ଦଳର ପ୍ରତିବାଦ। ରାଜଭବନ ଆଗରେ ବିଜୁ କୃଷକ ଜନତା ଦଳର କେନ୍ଦ୍ର ଦ୍ୱାରା ହେଉଥିବା ଅବହେଳା ଅଭିଯୋଗରେ ବିକ୍ଷୋଭ। ଦାବି ପୂରଣ ନହେଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି କହିଛି ବିଜୁ କୃଷକ ଜନତା ଦଳ।

Advertisment
Odisha Farmer Protest BJD Central Government
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ