BJD Will Field 27% OBC Candidate
Advertisment
ଓବିସିଙ୍କୁ ନେଇ ବଡ଼ କାର୍ଡ଼ ଖେଳିଲା ବିଜୁ ଜନତା ଦଳ ବିଜେଡ଼ି। ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀ ବିଜେଡ଼ି ଦେବ ବୋଲି ଘୋଷଣା ହୋଇଛି। ଏନେଇ ପ୍ରେସମିଟ୍ କରି ବିଧିବଦ୍ଧ ଭାବରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏବଂ ଅରୁଣ ସାହୁ। ଉଭୟ ମନ୍ତ୍ରୀ କହିଛନ୍ତି କି ସଂରକ୍ଷଣ ନେଇ ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ। କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ବରଂ ପରବର୍ତ୍ତୀ ନିର୍ବାଚନରେ ବି ବିଜେଡ଼ି ୨୭ ପ୍ରତିଶତ ଓବିସି ପ୍ରାର୍ଥୀ ଦେବ ବୋଲି ଉଭୟ ନେତା କହିଛନ୍ତି
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us