Advertisment

ମୂର୍ତ୍ତି ଉଚ୍ଚତା ବିବାଦ, ହାଇକୋର୍ଟରେ ଆବେଦନ ଖାରଜ

କଟକରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ରାୟ ଶୁଣାଇଛନ୍ତି ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ବୃଦ୍ଧି ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ୪ ଫୁଟ ଉଚ୍ଚତାକୁ ନେଇ କଟକ ବାଲୁବଜାର ପୂଜା କମିଟି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।

author-image
Sarbeswar

Durga Idol Immersion Odisha News Odisha High Court Cuttack
Advertisment
Advertisment