Advertisment

ଆଫଗାନ ସ୍ଥିତି ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର

ଆଫଗାନିସ୍ତାନକୁ ତାଲିବାନ ଦଖଲ କରିବା ପରେ ଏହା ଉପରେ ତୀକ୍ଷ୍ଣ ନଜର ରଖିଛି ଭାରତ। କାବୁଲରେ ଫସି ରହିଥିବା ଭାରତୀୟଙ୍କୁ ଏୟାର ଲିଫ୍ଟ ଜାରି ରହିଛି।

author-image
Satyendu Shekher Mishra

ଆଫଗାନିସ୍ତାନକୁ ତାଲିବାନ ଦଖଲ କରିବା ପରେ ଏହା ଉପରେ ତୀକ୍ଷ୍ଣ ନଜର ରଖିଛି ଭାରତ। କାବୁଲରେ ଫସି ରହିଥିବା ଭାରତୀୟଙ୍କୁ ଏୟାର ଲିଫ୍ଟ ଜାରି ରହିଛି। ଏଭଳି ସ୍ଥିତିରେ ସମସ୍ତ ରାଜନୈତିକ ଦଳର ନେତାଙ୍କୁ ଆଫଗାନ ସ୍ଥିତି ନେଇ ଅବଗତ କରିବାକୁ ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର। ଆସନ୍ତା ୨୬ରେ ସର୍ବଦଳୀୟ ବୈଠକ ଆହୂତ କରାଯାଇଛି। 

Advertisment
Taliban Afghanistan Crisis
Advertisment
Advertisment