Advertisment

ଏୟାରପୋର୍ଟ ପାଲଟିଲା ଟାଉନ୍‌ ବସଷ୍ଟାଣ୍ଡ

ଆଫଗାନିସ୍ତାନ ଏୟାରପୋର୍ଟରେ ଦେଖିବାକୁ ମିଳିଛି ଉଦ୍‌ବେଗ କଲା ଭଳି ଚିତ୍ର। ଗୋଟିଏ ବିମାନରେ ଯେତିକି ଯାତ୍ରୀ ଯିବାର କଥା ତାହାଠାରୁ ଢେର୍‌ ଅଧିକ ଲୋକ ବସୁଥିବା ଦେଖାଯାଇଛି। ସ୍ଥିତି ଏପରି ହୋଇଛି ଯେ, ବିମାନରେ ଲୋକମାନେ ଟାଉନ୍‌ବସ୍‌ରେ ଚଢିବା ପରି ଯାତ୍ରା କରୁଛନ୍ତି। ମୋଟ୍‌ ଉପରେ ବିମାନ ବନ୍ଦରରେ ବିକଳ ଚିତ୍ର ଦେଖିବାକୁ ମିଳିଛି। ଜୀବନ ବଂଚାଇବା ଲାଗି ଜୀବନ ବିକଳରେ ଗୋଟିଏ ବିମାନରେ ଏକାଧିକ ଲୋକ ଚଢୁଛନ୍ତି। କାବୁଲ ଏୟାରପୋର୍ଟରେ ହଜାର ହଜାର ସଂଖ୍ୟକ ଯାତ୍ରୀ ଏକାଠି ହୋଇଛନ୍ତି।

author-image
Pallipuspa Samal

ଆଫଗାନିସ୍ତାନ ଏୟାରପୋର୍ଟରେ ଦେଖିବାକୁ ମିଳିଛି ଉଦ୍‌ବେଗ କଲା ଭଳି ଚିତ୍ର। ଗୋଟିଏ ବିମାନରେ ଯେତିକି ଯାତ୍ରୀ ଯିବାର କଥା ତାହାଠାରୁ ଢେର୍‌ ଅଧିକ ଲୋକ ବସୁଥିବା ଦେଖାଯାଇଛି। ସ୍ଥିତି ଏପରି ହୋଇଛି ଯେ, ବିମାନରେ ଲୋକମାନେ ଟାଉନ୍‌ବସ୍‌ରେ ଚଢିବା ପରି ଯାତ୍ରା କରୁଛନ୍ତି। ମୋଟ୍‌ ଉପରେ ବିମାନ ବନ୍ଦରରେ ବିକଳ ଚିତ୍ର ଦେଖିବାକୁ ମିଳିଛି। ଜୀବନ ବଂଚାଇବା ଲାଗି ଜୀବନ ବିକଳରେ ଗୋଟିଏ ବିମାନରେ ଏକାଧିକ ଲୋକ ଚଢୁଛନ୍ତି। କାବୁଲ ଏୟାରପୋର୍ଟରେ ହଜାର ହଜାର ସଂଖ୍ୟକ ଯାତ୍ରୀ ଏକାଠି ହୋଇଛନ୍ତି। ଆଫଗାନିସ୍ତାନ ଏୟାରପୋର୍ଟରେ ଦେଖିବାକୁ ମିଳିଛି ଉଦ୍‌ବେଗ କଲା ଭଳି ଚିତ୍ର। ଗୋଟିଏ ବିମାନରେ ଯେତିକି ଯାତ୍ରୀ ଯିବାର କଥା ତାହାଠାରୁ ଢେର୍‌ ଅଧିକ ଲୋକ ବସୁଥିବା ଦେଖାଯାଇଛି। ସ୍ଥିତି ଏପରି ହୋଇଛି ଯେ, ବିମାନରେ ଲୋକମାନେ ଟାଉନ୍‌ବସ୍‌ରେ ଚଢିବା ପରି ଯାତ୍ରା କରୁଛନ୍ତି। ମୋଟ୍‌ ଉପରେ ବିମାନ ବନ୍ଦରରେ ବିକଳ ଚିତ୍ର ଦେଖିବାକୁ ମିଳିଛି। ଜୀବନ ବଂଚାଇବା ଲାଗି ଜୀବନ ବିକଳରେ ଗୋଟିଏ ବିମାନରେ ଏକାଧିକ ଲୋକ ଚଢୁଛନ୍ତି। କାବୁଲ ଏୟାରପୋର୍ଟରେ ହଜାର ହଜାର ସଂଖ୍ୟକ ଯାତ୍ରୀ ଏକାଠି ହୋଇଛନ୍ତି। 

Advertisment
India International News Kabul Airport
Advertisment
Advertisment