local gun
କନ୍ଧମାଳ ଚକାପାଦ ଅଞ୍ଚଳରୁ ଦେଶୀ ବନ୍ଧୁକ କାରଖାନା ଠାବ I ଦେଶୀ ବନ୍ଧୁକ, ଗୁଳି ଓ ସାମଗ୍ରୀ ଜବତ କରିବା ସହ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ବନ୍ଧୁକ ତିଆରି ପରେ ଅନ୍ୟାନ୍ୟ ଅଞ୍ଚଳକୁ ପଠାଯାଉଥିବାର ସୂଚନା ଦେଇଛନ୍ତି ସ୍ଥାନୀୟ ପୋଲିସ। ଏହି ଅଭିଯୋଗରେ ପ୍ରଥମେ ଦେବ ଦୁଲ୍ଲଭ ମହାପାତ୍ରଙ୍କ ଠାରୁ ଏକ ବନ୍ଧୁକ ଜବତ କରାଯାଇଥିଲା। ତାଙ୍କ ଜରିଆରେ କନ୍ଧମାଳର ଚକାପାଦ ଅଞ୍ଚଳରୁ ଦେଶୀ ବନ୍ଧୁକ ଚାଲାଣର ଠାବ କରାଯାଇଥିଲା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)