Advertisment

ଭାରତରେ ଏଣ୍ଡେମିକ୍‌ ସ୍ଥିତିରେ କରୋନା

ଭାରତରେ ଏଣ୍ଡେମିକ୍‌ ସ୍ଥିତିରେ କରୋନା: ସୂଚନା ଦେଲେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ

ଅଦ୍ୟତନ ହୋଇଛି
Advertisment

ଭାରତରେ ଏଣ୍ଡେମିକ୍ ସ୍ଥିତିରେ ପ୍ରବେଶ କରୁଛି କରୋନା । ଏହା କହିଛନ୍ତି, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ୱାମୀନାଥନ । ଏଣ୍ଡେମିକର ଅର୍ଥ ହେଲା, କରୋନା ଆଉ ବେଶି ସଂକ୍ରାମଣ ହେବନି । ଅଧିକ ଲୋକଙ୍କୁ ଏହା ଆଉ ଆକ୍ରାନ୍ତ କରିବ ନାହିଁ । କିନ୍ତୁ କରୋନା ଭୂତାଣୁ ରହିବ । ଏହା ସହିତ ବଞ୍ଚିବାକୁ ପଡ଼ିବ । ଆଶ୍ୱସ୍ତିର କଥା ହେଲା, ଏହା ମହାମାରୀର ରୂପରେ ରହିବ ନାହିଁ । 

Advertisment
India Coroanvirus Corona Updates
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ