ଅଦ୍ୟତନ ହୋଇଛି
Corona Virus
Advertisment
କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ୨ ଜଣ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲ୍ଲାର ଜଣେ ୫ ମାସର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମୃତ ଶିଶୁକନ୍ୟା କଟକ ଜିଲ୍ଲାର ବୋଲି ଜଣାପଡ଼ିଛି। ୨ ଶିଶୁଙ୍କ ମୃତ୍ୟୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ରୁ ସୂଚନା ଦିଆଯାଇଛି। ମୃତ ୫ ମାସର ଶିଶୁକନ୍ୟା ହୃଦ୍ରୋଗରେ ଆକ୍ରାନ୍ତ ଥିଲେ। ସେହିପରି କଟକ ଜିଲ୍ଲାର ମୃତ ଶିଶୁକନ୍ୟା ହେମୋଗ୍ଲୋବିନୋପାଥିରେ ଆକ୍ରାନ୍ତ ଥିଲେ। ସେ ମାତ୍ର ୧୨ ଦିନର ଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us