ଅଦ୍ୟତନ ହୋଇଛି
covishield vaccine
Advertisment
କୋଭିସିଲ୍ଡକୁ ଆମେରିକାର ଗ୍ରୀନ୍ ସିଗନାଲ୍। କରୋନା ଭ୍ୟାକ୍ସିନ୍ କୋଭିସିଲ୍ଡ୍କୁ ଅନୁମତି ଦେଇଛି ଆମେରିକା। ଇଟ୍ ହାଉସ୍ ଏବେ କହିଛି ଯେଉଁ ଭାରତୀୟ ୨ଟି ଯାକ ଡୋଜ୍ ନେଇଥିବେ ସେମାନେ ଆମେରିକାରେ ପ୍ରବେଶ କରିପାରିବେ। ସେମାନଙ୍କୁ ଆମେରିକାରେ କୌଣସି ଅସୁବିଧା ହେବ ନାହିଁ ବୋଲି ଆମେରିକା ପକ୍ଷରୁ ସ୍ପଷ୍ଟ କରାଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us