Advertisment

ଦୁର୍ଗା ମୂର୍ତ୍ତି ଉଚ୍ଚତା ବଢ଼ିଲେ କେମିତି ବଢ଼ିବ କରୋନା : ପ୍ରଭାତ

ମୂର୍ତ୍ତିର ଉଚ୍ଚତା ୪ଫୁଟରୁ ଅଧିକ ବଢିବନି, ଏହି ନିଷ୍ପତ୍ତିକୁ ନେଇ ବଢୁଛି ଅସନ୍ତୋଷ। ଆଜି ବିଭିନ୍ନ ପୂଜା କମିଟି ଓ ଶାନ୍ତି କମିଟି ପକ୍ଷରୁ ବୈଠକ।

ଅଦ୍ୟତନ ହୋଇଛି
Advertisment

ମୂର୍ତ୍ତିର ଉଚ୍ଚତା ୪ଫୁଟରୁ ଅଧିକ ବଢିବନି, ଏହି ନିଷ୍ପତ୍ତିକୁ ନେଇ ବଢୁଛି ଅସନ୍ତୋଷ। ଆଜି ବିଭିନ୍ନ ପୂଜା କମିଟି ଓ ଶାନ୍ତି କମିଟି ପକ୍ଷରୁ ବୈଠକ। ଏପଟେ ଦୁର୍ଗା ମୂର୍ତ୍ତି ଉଚ୍ଚତା ବଢ଼ିଲେ କେମିତି ବଢ଼ିବ କରୋନା, ତାକୁ ନେଇ ପୁଣି ପ୍ରଶ୍ନ ଉଠାଇଲେ ପ୍ରଭାତ ତ୍ରିପାଠୀ।

Advertisment
Cuttack Bhubaneswar Durga Idols
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ