କେରଳରେ ଓଣମ ଓ ବକରିଦ୍ ପାଳନ ପାଇଁ ଦ୍ରୁତ ଗତିରେ ବଢ଼ିଛି ସଂକ୍ରମଣ। ଏଣୁ ଆଡ଼ମ୍ବରରେ ପର୍ବ ପାଳନ ନ କରାଗଲେ ଭଲ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ ନିରଜ ମିଶ୍ର କହିଛନ୍ତି।
Published: Prangyan Parimita
Last updated: 11 September 2021, 05:43 PM IST
ଏ ବର୍ଷ ବି ୪ ଫୁଟର ହେବ ମୂର୍ତ୍ତି। ଦୁର୍ଗା ମୂର୍ତ୍ତି ଉଚ୍ଚତା ୪ ଫୁଟ ହେବାର ନିଷ୍ପତ୍ତି ନେଲା SRC। କୋଭିଡ ପରିସ୍ଥିତିକୁ ଆଖି ଆଗରେ ରଖି ସଂକ୍ରମଣ ନ ବଢିବା ପାଇଁ ସରକାରଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। କୋଭିଡ ଗାଇଡଲାଇନ୍ ଅନୁଯାୟୀ ନିଡାମ୍ବରରେ ପାଳନ ହେବ ପାର୍ବଣ।