Driving licenses will be revoked in violation of the Road Safety Act
କଡ଼ାକଡ଼ି ହେଲା ଟ୍ରାଫିକ୍ ନିୟମ । ଏଣିକି ଟିକିଏ ଏପଟ ସେପଟ ହେଲେ ସିଧା ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବ । ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମସ୍ତ ଆଞ୍ଚଳିକ ପରିବହନ ଅଧତ୍କାରୀଙ୍କୁ ଟ୍ରନ୍ସପୋର୍ଟ କମିଶନର ଚିଠି ଲେଖିଛନ୍ତି । ଏଥିପ୍ରତି ଗୁରୁତ୍ୱ ଦେବା ପାଇଁ ଚିଠିରେ କଡ଼ା ନିର୍ଦେଶ ରହିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)