By: Sarbeswar
Last updated: 25 August 2021, 06:37 PM IST
କଡ଼ାକଡ଼ି ହେଲା ଟ୍ରାଫିକ୍ ନିୟମ । ଏଣିକି ଟିକିଏ ଏପଟ ସେପଟ ହେଲେ ସିଧା ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବ । ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମସ୍ତ ଆଞ୍ଚଳିକ ପରିବହନ ଅଧତ୍କାରୀଙ୍କୁ ଟ୍ରନ୍ସପୋର୍ଟ କମିଶନର ଚିଠି ଲେଖିଛନ୍ତି । ଏଥିପ୍ରତି ଗୁରୁତ୍ୱ ଦେବା ପାଇଁ ଚିଠିରେ କଡ଼ା ନିର୍ଦେଶ ରହିଛି ।