Drought Threat Raises Concerns For Farmers In Odisha After Huge Rainfall Deficit
ନିଅଣ୍ଟିଆ ବର୍ଷା ଯୋଗୁଁ ଚିନ୍ତାରେ ଚାଷୀ ଓ ମତ୍ସ୍ୟଜୀବୀ । ପାଣି ଅଭାବରୁ ଚାଷ ଜମି ଫାଟି ଆଁ କଲାଣି । ବର୍ଷା ଉପରେ ନିର୍ଭର କରୁଥିବା ଚାଷୀ ହନ୍ତସନ୍ତ । ବର୍ଷା ନଥିବାରୁ ସମୁଦ୍ରରେ ମାଛ ବି ମିଳୁନାହାନ୍ତି । କେନାଲ ସଂଯୋଗ ବି ନାହିଁ । ଫଳରେ ଚାଷୀମାନଙ୍କୁ ବର୍ଷା ଉପରେ ନିର୍ଭର କରିବାକୁ ପଡୁଛି । ଯାହା ଦ୍ୱାରା ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)