Advertisment

କାଳ ହେଲା ଇୟରଫୋନ୍‌ ଲଗାଇ ଗୀତ ଶୁଣିବା,ଧକ୍କା ଦେଲା ଟ୍ରେନ୍

କାଳ ହେଲା ଇୟରଫୋନ୍‌ ଲଗାଇ ଗୀତ ଶୁଣି ଶୁଣି ରେଲ୍‌ୱେ ଟ୍ରାକ୍‌ରେ ଚାଲିବା। ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

author-image
Prangyan Parimita

କାଳ ହେଲା ଇୟରଫୋନ୍‌ ଲଗାଇ ଗୀତ ଶୁଣି ଶୁଣି ରେଲ୍‌ୱେ ଟ୍ରାକ୍‌ରେ ଚାଲିବା। ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କଟକ ଖାନନଗର ଅଞ୍ଚଳରେ ଗତକାଲି ଏହି ଘଟଣା ଥିବାବେଳେ ଆଜି ସକାଳେ ସମ୍ପୃକ୍ତ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ବିଶିନାବର ଅଂଚଳର ସୁଜିତ ମହାନ୍ତି।

Advertisment
Odisha Cuttack
Advertisment
Advertisment