""
ଏକ୍ସକ୍ଲୁସିଭ୍ Videos କାବୁଲ ବିମାନ ବନ୍ଦର ବାହାରେ ବିସ୍ଫୋରଣ କାବୁଲ ଏୟାରପୋର୍ଟ ବାହାରେ ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ କେତେ ଜଣଙ୍କ ପ୍ରାଣ ହରାଇଛନ୍ତି ସେନେଇ ବର୍ତ୍ତମାନ ସୁଦ୍ଧା କିଛି ସୂଚନା ମିଳିନାହିଁ। ଏୟାରପୋର୍ଟର ଆବେ ଗେଟ୍ ପାଖରେ ବିସ୍ଫୋରଣ ହୋଇଥିବା ନେଇ ସୂଚନା ମିଳିଛି 26 Aug 2021 21:57 ISTSarbeswar Follow UsKabulAdvertisment Read More Afghanistan India Taliban