ଅସଲି ଚାଷୀଙ୍କ ନାଁରେ କୃଷି ବୀମା କରି ମାଲାମାଲ ହେଉଛନ୍ତି ନକଲି ଚାଷୀ। ଚାଷୀଙ୍କ କୃଷି ବୀମାକୁ ନିଜ ନାଁରେ କରି ଚାଲିଛି ଲୁଟ୍। ଏପଟେ ବୀମା ଟଙ୍କାରୁ ବଞ୍ଚିତ ହେଉଛନ୍ତି ଅସଲି ଚାଷୀ। ଏନେଇ ବାରମ୍ବାର କୃଷି ବିଭାଗ ଓ ଜିଲ୍ଲା ପ୍ରଶାସନ ପାଖକୁ ଦୌଡି ଦୌଡି ନୟାନ୍ତ ହେବା ପରେ ଶେଷରେ ଥାନାରେ ପହଞ୍ଚି ଥିଲେ ଅସଲି ଚାଷୀ। ଏହାପରେ ଜଣଙ୍କ ପରେ ଜଣେ ନକଲି ଚାଷୀ ପୋଲିସ ହାତରେ ଧରାପଡ଼ିଥିଲେ।ବଲାଙ୍ଗିରରେ ଅସଲି ଚାଷୀଙ୍କ ନାଁରେ କୃଷି ବୀମା କରି ମାଲାମାଲ ହେଉଛନ୍ତି ନକଲି ଚାଷୀ। ଚାଷୀଙ୍କ କୃଷି ବୀମାକୁ ନିଜ ନାଁରେ କରି ଚାଲିଛି ଲୁଟ୍। ଏପଟେ ବୀମା ଟଙ୍କାରୁ ବଞ୍ଚିତ ହେଉଛନ୍ତି ଅସଲି ଚାଷୀ। ଏନେଇ ବାରମ୍ବାର କୃଷି ବିଭାଗ ଓ ଜିଲ୍ଲା ପ୍ରଶାସନ ପାଖକୁ ଦୌଡି ଦୌଡି ନୟାନ୍ତ ହେବା ପରେ ଶେଷରେ ଥାନାରେ ପହଞ୍ଚି ଥିଲେ ଅସଲି ଚାଷୀ। ଏହାପରେ ଜଣଙ୍କ ପରେ ଜଣେ ନକଲି ଚାଷୀ ପୋଲିସ ହାତରେ ଧରାପଡ଼ିଥିଲେ।ଏହି ନକଲି ଚାଷୀଙ୍କ କାମ ହେଲା ଅସଲି ଚାଷୀଙ୍କୁ ଚକ୍ମା ଦେଇ ସେମାନଙ୍କ କୃଷି ବୀମା ହଡପ କରିବା। ବେଳପଡା, କଣ୍ଟାବାଞ୍ଜି, ଖପ୍ରାଖୋଲ, ବଙ୍ଗମୁଣ୍ଡା ଅଞ୍ଚଳରୁ ଏଭଳି ୧୦ ଜଣ ଚାଷୀଙ୍କୁ ପୋଲିସ ଗିରଫ କରିଛି।
Published By: Pallipuspa Samal
Last updated: 13 August 2021, 11:22 AM IST
ଖରସ୍ରୋତା ପାନୀୟ ଜଳ ପ୍ରକଳ୍ପକୁ ବିରୋଧ କରି କେନ୍ଦ୍ରାପଡ଼ା ଭାରିଗଦାରେ ଚାପା ଉତ୍ତେଜନା ଲାଗି ରହିଛି। ପାନୀୟ ଜଳ ପ୍ରକଳ୍ପକୁ ବିରୋଧ କରି ଗତକାଲି ପ୍ରକଳ୍ପ ସ୍ଥାନରେ ଲୋକମାନେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ଯେଉଁମାନେ ଭଙ୍ଗାରୁଜାରେ ସାମିଲ ଥିଲେ, ସେମାନଙ୍କ ମଧ୍ୟରୁ ଅନେକ ଲୋକଙ୍କୁ ପୋଲିସ ଉଠାଇ ନେଇଥିବା ଜଣାପଡ଼ିଛି ।