Advertisment

ଧରା ପଡିଲେ ନକଲି ଚାଷୀ

ବଲାଙ୍ଗିରରେ ଅସଲି ଚାଷୀଙ୍କ ନାଁରେ କୃଷି ବୀମା କରି ମାଲାମାଲ ହେଉଛନ୍ତି ନକଲି ଚାଷୀ। ଚାଷୀଙ୍କ କୃଷି ବୀମାକୁ ନିଜ ନାଁରେ କରି ଚାଲିଛି ଲୁଟ୍। ଏପଟେ ବୀମା ଟଙ୍କାରୁ ବଞ୍ଚିତ ହେଉଛନ୍ତି ଅସଲି ଚାଷୀ। ଏନେଇ ବାରମ୍ବାର କୃଷି ବିଭାଗ ଓ ଜିଲ୍ଲା ପ୍ରଶାସନ ପାଖକୁ ଦୌଡି ଦୌଡି ନୟାନ୍ତ ହେବା ପରେ ଶେଷରେ ଥାନାରେ ପହଞ୍ଚି ଥିଲେ ଅସଲି ଚାଷୀ। ଏହାପରେ ଜଣଙ୍କ ପରେ ଜଣେ ନକଲି ଚାଷୀ ପୋଲିସ ହାତରେ ଧରାପଡ଼ିଥିଲେ।ଏହି ନକଲି ଚାଷୀଙ୍କ କାମ ହେଲା ଅସଲି ଚାଷୀଙ୍କୁ ଚକ୍‌ମା ଦେଇ ସେମାନଙ୍କ କୃଷି ବୀମା ହଡପ କରିବା। ବେଳପଡା, କଣ୍ଟାବାଞ୍ଜି, ଖପ୍ରାଖୋଲ, ବଙ୍ଗମୁଣ୍ଡା ଅଞ୍ଚଳରୁ ଏଭଳି ୧୦ ଜଣ ଚାଷୀଙ୍କୁ ପୋଲିସ ଗିରଫ କରିଛି।

author-image
Pallipuspa Samal

ଅସଲି ଚାଷୀଙ୍କ ନାଁରେ କୃଷି ବୀମା କରି ମାଲାମାଲ ହେଉଛନ୍ତି ନକଲି ଚାଷୀ। ଚାଷୀଙ୍କ କୃଷି ବୀମାକୁ ନିଜ ନାଁରେ କରି ଚାଲିଛି ଲୁଟ୍। ଏପଟେ ବୀମା ଟଙ୍କାରୁ ବଞ୍ଚିତ ହେଉଛନ୍ତି ଅସଲି ଚାଷୀ। ଏନେଇ ବାରମ୍ବାର କୃଷି ବିଭାଗ ଓ ଜିଲ୍ଲା ପ୍ରଶାସନ ପାଖକୁ ଦୌଡି ଦୌଡି ନୟାନ୍ତ ହେବା ପରେ ଶେଷରେ ଥାନାରେ ପହଞ୍ଚି ଥିଲେ ଅସଲି ଚାଷୀ। ଏହାପରେ ଜଣଙ୍କ ପରେ ଜଣେ ନକଲି ଚାଷୀ ପୋଲିସ ହାତରେ ଧରାପଡ଼ିଥିଲେ।ବଲାଙ୍ଗିରରେ ଅସଲି ଚାଷୀଙ୍କ ନାଁରେ କୃଷି ବୀମା କରି ମାଲାମାଲ ହେଉଛନ୍ତି ନକଲି ଚାଷୀ। ଚାଷୀଙ୍କ କୃଷି ବୀମାକୁ ନିଜ ନାଁରେ କରି ଚାଲିଛି ଲୁଟ୍। ଏପଟେ ବୀମା ଟଙ୍କାରୁ ବଞ୍ଚିତ ହେଉଛନ୍ତି ଅସଲି ଚାଷୀ। ଏନେଇ ବାରମ୍ବାର କୃଷି ବିଭାଗ ଓ ଜିଲ୍ଲା ପ୍ରଶାସନ ପାଖକୁ ଦୌଡି ଦୌଡି ନୟାନ୍ତ ହେବା ପରେ ଶେଷରେ ଥାନାରେ ପହଞ୍ଚି ଥିଲେ ଅସଲି ଚାଷୀ। ଏହାପରେ ଜଣଙ୍କ ପରେ ଜଣେ ନକଲି ଚାଷୀ ପୋଲିସ ହାତରେ ଧରାପଡ଼ିଥିଲେ।ଏହି ନକଲି ଚାଷୀଙ୍କ କାମ ହେଲା ଅସଲି ଚାଷୀଙ୍କୁ ଚକ୍‌ମା ଦେଇ ସେମାନଙ୍କ କୃଷି ବୀମା ହଡପ କରିବା। ବେଳପଡା, କଣ୍ଟାବାଞ୍ଜି, ଖପ୍ରାଖୋଲ, ବଙ୍ଗମୁଣ୍ଡା ଅଞ୍ଚଳରୁ ଏଭଳି ୧୦ ଜଣ ଚାଷୀଙ୍କୁ ପୋଲିସ ଗିରଫ କରିଛି।

Advertisment
Bolangir Fake Crop Insurance Racket
Advertisment
Advertisment