Advertisment

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା,ଡାଏରୀରୁ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତନାଘନା ଜାରି ରହିଥିବା ବେଳେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏବେ ସୌମ୍ୟଙ୍କ ଏକ ହାତଲେଖା ଡାଏରୀ ସାମ୍ନାକୁ ଆସିଛି।

author-image
Sarbeswar

ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତନାଘନା ଜାରି ରହିଥିବା ବେଳେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏବେ ସୌମ୍ୟଙ୍କ ଏକ ହାତଲେଖା ଡାଏରୀ ସାମ୍ନାକୁ ଆସିଛି। ଏଥିରେ ସୌମ୍ୟ ପାରିବାରିକ ଅଶାନ୍ତି ନେଇ ଲେଖିଥିବା ସୂଚନା ମିଳିଛି।  ସୌମ୍ୟଙ୍କ ପରିବାର ପକ୍ଷରୁ ନିୟୋଜିତ ହୋଇଥିବା ଓକିଲ ପାର୍ଥସାରଥୀ ନାୟକଙ୍କ ପକ୍ଷରୁ ମିଳିଥିବା ସୌମ୍ୟଙ୍କ ଏହି ହାତଲେଖା ଡାଏରୀରେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ମିଳିଛି । 

Advertisment
Paralakhemundi Odisha
Advertisment
Advertisment