ଏଇ ପଥର, ଖାଲି ଆଖିକୁ ଏଇ ପଥର ଅତି ସାଧାରଣ ଦେଖାଯାଉଥିଲେ ମଧ୍ୟ ଏଥିରେ ରହିଛି ଅନେକ ମହାତ୍ମ୍ୟ । ସ୍ୱୟଂ ପ୍ରଭୁ ଶ୍ରୀରାମଚନ୍ଦ୍ର ଏହି ପଥର ବ୍ୟବହାର କରି ସେତୁବନ୍ଧ ବାନ୍ଧିଥିଲେ ବୋଲି ବିଶ୍ୱାସ କରାଯାଏ । ଏହି ପଥର ଆସିବାରୁ ଆମ ଗାଁରେ ଏବେ ଆଧ୍ୟାତ୍ମିକ ପରିବେଶ । ସମ୍ପୂର୍ଣ୍ଣ ଗାଁ ଏବେ ରାମ ନାମ ଜପୁଛି ।
Published By: Prangyan Parimita
Last updated: 29 October 2023, 09:02 AM IST
ଦିନକୁ ଦିନ ବଦଳୁଛି ସମୟ । ଏସବୁ ମଧ୍ୟରେ ଆଜି ବି ଚେରମୂଳି ପ୍ରତି ରହିଛି ଅଗାଢ଼ ବିଶ୍ୱାସ । ଯାହାର ଚିତ୍ର ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା ସର୍ବତି ଗ୍ରାମରେ ।