ଅଦ୍ୟତନ ହୋଇଛି
Flood expected in the Mahanadi river tomorrow | Latest Updates
Advertisment
ମହାନଦୀରେ ଆସିପାରେ ବନ୍ୟା। ଆସନ୍ତାକାଲି କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ଏକ ମଧ୍ୟମ ଧରଣର ବନ୍ୟା ହୋଇପାରେ। ଏନେଇ SRC ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦରେ ଜଳସ୍ତର ବଢ଼ିବାରେ ଲାଗିଛି। ଆସନ୍ତାକାଲି ସକାଳୁ ୮ ଲକ୍ଷ କ୍ୟୁସେକ୍ ଜଳ ମହାନଦୀରେ ମୁଣ୍ଡଳିରୁ ପାସ୍ କରିବ। ଶନିବାର ରାତିରେ ଏହି ପାଣି ମହାନଦୀର ଶାଖା ନଦୀରେ ପ୍ରବାହିତ ହେବ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us