Advertisment

ବାଲି ଓ ଶାମୁକାରେ ତିଆରି ହୋଇଛି ସୁନ୍ଦର ଗଣେଶ ପ୍ରତିମୂର୍ତ୍ତି

ଗଣେଶ ପୂଜା ଅବସରରେ ବିଶ୍ୱ ଶାନ୍ତି ପାଇଁ ପୁରୀ ବେଳାଭୂମୀରେ ବାଲୁକା କଳାକୃତି ନିର୍ମାଣ କରିଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

ଅଦ୍ୟତନ ହୋଇଛି
Advertisment

ଗଣେଶ ପୂଜା ଅବସରରେ ବିଶ୍ୱ ଶାନ୍ତି ପାଇଁ ପୁରୀ ବେଳାଭୂମୀରେ ବାଲୁକା କଳାକୃତି ନିର୍ମାଣ କରିଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ବାଲି ଓ ଶାମୁକାରେ ଏହି କଳାକୃତି ନିର୍ମାଣ କରିଛନ୍ତି ସୁଦର୍ଶନ ।

Advertisment
Odisha News Ganesh Puja Sudarsan Pattnaik Sand Art
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ