Grass Art Park
ବ୍ରହ୍ମପୁର ସରକାରୀ ଆଇଟିଆଇରେ ସ୍ଥାପିତ ହୋଇଛି ରାଜ୍ୟର ପ୍ରଥମ ଗ୍ରାସଆର୍ଟ ପାର୍କ । ଅଦରକାରୀ ଲୁହାକୁ ବିଭିନ୍ନ ରୂପ ଦେଇ ତା’ଉପରେ ଲଗାଯାଉଛି କୃତ୍ରିମ ସବୁଜ ଘାସ । ଋଷିଆ ଶୈଳୀରେ ତିଆରି ହେଉଥିବା ଏହି ଆର୍ଟ ପାର୍କରେ ଲାଗୁଥିବା କଳାକୃତି ପାଇଁ ପ୍ରଶିକ୍ଷାର୍ଥୀଙ୍କୁ ପ୍ରଶିକ୍ଷଣ ଦିଆଯାଉଛି । ଯାହା ଦ୍ୱାରା ଛାତ୍ରଛାତ୍ରୀଙ୍କ ପ୍ରାକ୍ଟିକାଲ ଭୟ ଦୂର ହେବା ସହ ଏଭଳି କଳାକୃତି ତିଆରି କରିବାରେ ସେମାନେ ପାରଙ୍ଗମ ହୋଇ ପାରୁଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)