Medicines Dumped
ଲୋକଙ୍କୁ ମିଳୁନି, ରାସ୍ତାରେ ଫିଙ୍ଗା ଯାଉଛି ଔଷଧ । ବହୁ ପରିମାଣର ଦରକାରୀ ଔଷଧ ଫୋପାଡ଼ି ଦିଆଯାଇଛି । ତେବେ ରୋଗୀଙ୍କୁ ଔଷଧ ନଦିଆଯାଇ ଫୋପାଡ଼ା ଗଲା କାହିଁକି ବୋଲି ଉଠିଲା ପ୍ରଶ୍ନ ? କଳାହଣ୍ତି ଲାଞ୍ଜିଗଡ୍ ବ୍ଲକ ଅନ୍ତର୍ଗତ ଭାଙ୍ଗପଦର ମୁଖ୍ୟ ରାସ୍ଥାରେ ଅଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଏହାକୁ ନେଇ ଲୋକଙ୍କ ମନରେ ଅସନ୍ତୋଷ ବଢିବାରେ ଲାଗିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)