Advertisment

"ଟିକାକରଣରେ ଭାରତର ପ୍ରଦର୍ଶନ ବେଶ୍ ଭଲ"

"ଟିକାକରଣରେ ଭାରତର ପ୍ରଦର୍ଶନ ବେଶ୍ ଭଲ" ମତ ଦେଲେ ରାଷ୍ଟ୍ରୀୟ ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ତା। ଟିକାକରଣ ଦ୍ୱାରା ସ୍ଥାୟୀ ପ୍ରତିକାର କରାଯାଇ ପାରିବ ବୋଲି ସେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ଅଦ୍ୟତନ ହୋଇଛି
Advertisment

କୋଭିଡ ଟିକାକରଣରେ ଭାରତର ପ୍ରଦର୍ଶନ ବେଶ୍ ଭଲ ରହିଛି । ଟିକାକରଣକୁ ପ୍ରୋତ୍ସାହନ କରାଯିବା ଦରକାର ବୋଲି କହିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ଦେଶର ଜନସଂଖ୍ୟାର ଅଧା ଲୋକ ଟିକା ନେଇ ସାରିଲେଣି । ସମୁଦାୟ ଜନସଂଖ୍ୟାର ୫୦ ପ୍ରତିଶତ ଲୋକ ଅତିକମ୍‌ରେ ପ୍ରଥମ ଡୋଜ୍ ଟିକା ନେଇ ସାରିଲେଣି । 

Advertisment
India COVID19 Updates COVID Vaccine Distribution Baijayant Panda
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ