Advertisment

୪୧ ବର୍ଷ ପରେ ହକିରେ ଭାରତର ଐତିହାସିକ ବିଜୟ

ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ ।୪୧ ବର୍ଷ ପରେ ହକିରେ ଇତିହାସ ରଚିଲା ଭାରତ। ଟୋକିଓ ଅଲମ୍ପିକରେ ପୁରୁଷ ହକିର ଐତିହାସିକ ବିଜୟ। ଭାରତ ପାଇଁ ଆଉ ଏକ ପଦକ ଆଣି ଦେଇଛି ଭାରତର ପୁରୁଷ ହକି ଟିମ୍‌। ଏଥି ସହିତ ପୁଣି ଏକ ବ୍ରୋଞ୍ଜ ପଡିଛି ଭାରତ ଖାତାରେ । ଏହାକୁ ମିଶାଇ ଭାରତ ପଦକ ସଂଖ୍ୟା ୪ରେ ପହଞ୍ଚିଛି। ଆଜି ଭାରତ ପୁରଷ ହକିରେ ଜର୍ମାନକୁ ହରାଇ ଏହି ଗୌରବ ହାସଲ କରିଛି। ଟୋକିଓ ଅଲମ୍ପିକ୍‌ର ବ୍ରୋଞ୍ଜ ପଦକ ପାଇଁ ଆଜି ଭାରତ- ଜର୍ମାନ କଡା ମୁକାବିଲା ହୋଇଥିଲା। ହେଲେ ଭାରତ ୫-୪ ଗୋଲରେ ଜର୍ମାନକୁ ହରାଇ ଏହି ପଦକ ଛଡ଼ାଇ ନେଇଛି।

Advertisment

୪୧ ବର୍ଷ ପରେ ହକିରେ ଇତିହାସ ରଚିଲା ଭାରତ।  ଟୋକିଓ ଅଲମ୍ପିକରେ ପୁରୁଷ ହକିର ଐତିହାସିକ ବିଜୟ। ଭାରତ ପାଇଁ ଆଉ ଏକ ପଦକ ଆଣି ଦେଇଛି ଭାରତର ପୁରୁଷ ହକି ଟିମ୍‌ ।  ଏଥି ସହିତ ପୁଣି ଏକ ବ୍ରୋଞ୍ଜ ପଡିଛି ଭାରତ ଖାତାରେ । ଏହାକୁ ମିଶାଇ ଭାରତ ପଦକ ସଂଖ୍ୟା ୪ରେ ପହଞ୍ଚିଛି। ଆଜି ଭାରତ ପୁରଷ ହକିରେ ଜର୍ମାନକୁ ହରାଇ ଏହି ଗୌରବ ହାସଲ କରିଛି। ଟୋକିଓ ଅଲମ୍ପିକ୍‌ର ବ୍ରୋଞ୍ଜ ପଦକ ପାଇଁ ଆଜି ଭାରତ- ଜର୍ମାନ କଡା ମୁକାବିଲା ହୋଇଥିଲା। ହେଲେ ଭାରତ ୫-୪ ଗୋଲରେ ଜର୍ମାନକୁ ହରାଇ ଏହି ପଦକ ଛଡ଼ାଇ ନେଇଛି। 

Advertisment
India Indian Hockey Team Tokyo Olympic
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ