Advertisment

ବୈଜୟନ୍ତଙ୍କୁ ବଡ଼ ଦାୟିତ୍ୱ

ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। ଏହି କମିଟିରେ କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ସଦସ୍ୟ ମନୋନୀତ ହୋଇଛନ୍ତି। ସେହିପରି ଶିଳ୍ପପତି ଆନନ୍ଦ ମହିନ୍ଦ୍ରା, ସାଂସଦ ବିନୟ ସହସ୍ରବୁଦ୍ଧେ ବି ସଦସ୍ୟ ଅଛନ୍ତି। NCCକୁ ଅଧିକ ସମୟୋପଯୋଗୀ ପାଇଁ କମିଟି ବିଶ୍ଳେଷଣ କରିବ।

ଅଦ୍ୟତନ ହୋଇଛି

Ministry Of Defence Baijayant Panda NCC India News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ