Advertisment

ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ

ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରକାଶ ପାଇଛି JEE (ମେନ୍)-୨୦୨୧ ଫଳାଫଳ। ୪୪ ପରୀକ୍ଷାର୍ଥୀ ୧୦୦% ମାର୍କ ହାସଲ କରିଛନ୍ତି। ପ୍ରଥମ ରାଙ୍କରେ ମିଳିତ ଭାବେ ସ୍ଥାନ ପାଇଛନ୍ତି ୧୮ ପରୀକ୍ଷାର୍ଥୀ। ୪ଟି ପର୍ଯ୍ୟାୟରେ ହୋଇଥିବା ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶିତ ହୋଇଛି

author-image
Rajalaxmi Sahoo
ଅଦ୍ୟତନ ହୋଇଛି

ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରକାଶ ପାଇଛି  JEE (ମେନ୍)-୨୦୨୧ ଫଳାଫଳ। ୪୪ ପରୀକ୍ଷାର୍ଥୀ  ୧୦୦% ମାର୍କ ହାସଲ କରିଛନ୍ତି। ପ୍ରଥମ ରାଙ୍କରେ ମିଳିତ ଭାବେ ସ୍ଥାନ ପାଇଛନ୍ତି ୧୮ ପରୀକ୍ଷାର୍ଥୀ। ୪ଟି ପର୍ଯ୍ୟାୟରେ ହୋଇଥିବା ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶିତ ହୋଇଛି

Advertisment
India JEE-Mains Results
Advertisment
Advertisment