JNU Proffesor
ଆଫ୍ଗାନରେ ଆମେରିକା ସୈନ୍ୟଙ୍କ ଶେଷ ଦିନ । ଆମେରିକା ଦେଇଥିବା ପ୍ରତିଶ୍ରୁତି ମୁତାବକ କାଲି ହେଉଛି ଉଦ୍ଧାର କାର୍ଯ୍ୟର ଶେଷ ଦିନ । ଏହି ସମୟସୀମାକୁ ବୃଦ୍ଧି କରିପାରେ ଆମେରିକା ବୋଲି JNU ର ପ୍ରଫେସର୍ ଅଶ୍ୱିନୀ କୁମାର ମହାପାତ୍ର ଆଶା କରୁଛନ୍ତି । ବର୍ତ୍ତମାନ ସ୍ଥିତି ଅନୁସାରେ ସମସ୍ତ ନାଗରିକଙ୍କୁ ଉଦ୍ଧାର କରିବା କାର୍ଯ୍ୟ ସଫଳ ନ ହୋଇପାରେ ବୋଲି ଆଶଙ୍କା କରିଛନ୍ତି ଅଶ୍ୱିନୀ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)