By: Pramod Behera
Last updated: 04 September 2021, 06:14 PM IST
୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ସୋମ, ମଙ୍ଗଳବାର ଛେଚିବ...ପାଣିପାଗ ବିଭାଗର ସୂଚନା। ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ