sarala temple
Advertisment
ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲାଯାଇଛି । ଆଜିଠାରୁ ଖୋଲିଛି ଜଗତସିଂହପୁରର ଶାରଳା ମନ୍ଦିର । ସକାଳ ସାଢେ ୭ଟାରେ ମନ୍ଦିର ଖୋଲିବ ଏବଂ ଆଳତୀ ପୂର୍ବରୁ ସଂଧ୍ୟା ୬ଟାରେ ବନ୍ଦ ହେବ ନେଇ ପ୍ରଶସାନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ମନ୍ଦିର ଗର୍ଭଗୃହ ମଧ୍ୟକୁ କାହାକୁ ଛଡାଯିବ ନାହିଁ ଏବଂ ମନ୍ଦିର ପରିସରରେ ଭୋଗ କିମ୍ବା ପ୍ରସାଦ ସେବନ ବାରଣ କରାଯାଇଛି । ଏହାଛଡା ଥରକେ ମନ୍ଦିର ଭିତରକୁ ୧୫ ଜଣଙ୍କୁ ଛଡାଯିବା ନେଇ ନିଷ୍ପତ୍ତି ନିଆଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us