rathajatra
Advertisment
ଆଜି ପବିତ୍ର ବାହୁଡା ଯାତ୍ରା । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡିବେ ଶ୍ରୀଜୀଉ। ଭକ୍ତିରେ ବନ୍ଧା ସେ କାଳିଆ ଠାକୁର । ଶୀଜୀଉଙ୍କ ସମ୍ମୁଖରେ ନୃତ୍ୟ ପ୍ରଦର୍ଶନ କରୁଛନ୍ତି ନୃତ୍ୟଶିଳ୍ପୀ । ଭକ୍ତ ତାହାର ନୂତ୍ୟ ମାଧ୍ୟମରେ ଅଜାଡି ଦଉଛି ସବୁ ଭକ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us