Advertisment

ବୃକ୍ଷରୋପଣରେ ଟଙ୍କା ହେରଫେର ଅଭିଯୋଗ

ଝାରସୁଗୁଡ଼ା ଜିଲ୍ଲା ବାଗଡିହି ଫରେଷ୍ଟ ରେଂଜ ଅଧୀନ ତାଲମୁଣ୍ଡା ଗାଁରେ ଭିଏସ୍ଏସ୍ ଆନୁକୂଲ୍ୟରେ ହୋଇଥିବା ବୃକ୍ଷରୋପଣରେ ଟଙ୍କା ହେରଫେର ଅଭିଯୋଗ ।

Advertisment

ଝାରସୁଗୁଡ଼ା ଜିଲ୍ଲା ବାଗଡିହି ଫରେଷ୍ଟ ରେଂଜ ଅଧୀନ ତାଲମୁଣ୍ଡା ଗାଁରେ ଭିଏସ୍ଏସ୍ ଆନୁକୂଲ୍ୟରେ ହୋଇଥିବା ବୃକ୍ଷରୋପଣରେ ଟଙ୍କା ହେରଫେର ଅଭିଯୋଗ । ୨୦୨୦-୨୧ ବର୍ଷ ୫ହେକ୍ଟର ଜଙ୍ଗଲ ଜମିରେ ୧୨ ହଜାର ୫ ଶହ ଚାରା ରୋପଣ ପାଇଁ ଅନୁଦାନ ଆସିଥିଲା । ହେଲେ କାମ କରିନଥିବା କିଛି ଶ୍ରମିକଙ୍କ ଆକାଉଣ୍ଟରେ ଟଙ୍କା ଜମା କରି ଉଠାଣ କରାଯାଇଛି ।  ଆରଟିଆଇରୁ ତଥ୍ୟ ମଗାଯିବା ପରେ ସାମ୍ନାକୁ ଆସିଛି ସତ ।

Advertisment
Odisha Jharsuguda
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ