ଅଦ୍ୟତନ ହୋଇଛି
Tara Prasad Bahinipati
Advertisment
ବିଧାନସଭାରେ ଅସୁସ୍ଥ ହୋଇପଡ଼ିଲେ ତାରାପ୍ରସାଦ ବାହିନୀପତି। ବିଧାନସଭାରେ ଆଜି କଂଗ୍ରେସ ଦଳର ପ୍ରମୁଖ ନେତା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ରାଜନୈତିକ ପ୍ରସଙ୍ଗରେ ବିରୋଧ ପ୍ରଦର୍ଶନ କରୁଥିବା ବେଳେ ଅସୁସ୍ଥ ହୋଇ ପଡ଼ିଛନ୍ତି। ସେଠାରୁ ତାଙ୍କୁ ତୁରନ୍ତ ମେଡିକାଲକୁ ନିଆଯାଇଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us