ଅଦ୍ୟତନ ହୋଇଛି
mo bus
Advertisment
ରାଜଧାନୀରେ ଗଡ଼ିଲା ମୋ ବସ୍ । ଆଜିଠାରୁ ୧୬ଟି ରୁଟରେ ମୋ ବସ ସେବା ଆରମ୍ଭ ହୋଇଛି । ପ୍ରାଥମିକ ପର୍ଯ୍ୟାୟରେ ୮୭ଟି ବସ ଚାଲିବ । ସୋମବାରରୁ ଶୁକ୍ରବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମୋ ବସ ଚାଲୁ ରହିବ । କୌଣସି ଯାତ୍ରୀଙ୍କୁ ଛିଡ଼ା ହୋଇ ଯିବାକୁ ଅନୁମତି ଦିଆବ ନାହିଁ । ସେହିପରି ବସରେ ଯିବା ପାଇଁ ଯାତ୍ରୀମାନଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ମାସ୍କ ନଥିଲେ ମୋ ବସରେ ଚଢିବାକୁ ଦିଆଯିବ ନାହିଁ । ତେବେ ସପ୍ତାହାନ୍ତରେ ମୋ ବସ ସେବା ବନ୍ଦ ରହିବ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us