Advertisment

ମନ୍ତ୍ରୀଙ୍କୁ ଜଣାନାହିଁ କବାଡିଆଙ୍କୁ ବିକ୍ରି ହୋଇଗଲା ‘ମୋ ସାଇକେଲ’

ମନ୍ତ୍ରୀଙ୍କୁ ଜଣାନାହିଁ କବାଡିଆଙ୍କୁ ବିକ୍ରି ହୋଇଗଲା ‘ମୋ ସାଇକେଲ’। ଏନେଇ ନା ସରକାର, ନା ବିଭାଗୀୟ ମନ୍ତ୍ରୀଙ୍କ ପାଖରେ ଅଛି କୌଣସି ତଥ୍ୟ। ନିଜେ ମନ୍ତ୍ରୀ ପ୍ରତାପ ଜେନା ଆଜି ଗୃହରେ ଏମିତି ତଥ୍ୟ ରଖିଛନ୍ତି।

author-image
Sarbeswar
ଅଦ୍ୟତନ ହୋଇଛି

ମନ୍ତ୍ରୀଙ୍କୁ ଜଣାନାହିଁ କବାଡିଆଙ୍କୁ ବିକ୍ରି ହୋଇଗଲା ‘ମୋ ସାଇକେଲ’। ଏନେଇ ନା ସରକାର, ନା ବିଭାଗୀୟ ମନ୍ତ୍ରୀଙ୍କ ପାଖରେ ଅଛି କୌଣସି ତଥ୍ୟ। ନିଜେ ମନ୍ତ୍ରୀ ପ୍ରତାପ ଜେନା ଆଜି ଗୃହରେ ଏମିତି ତଥ୍ୟ ରଖିଛନ୍ତି। ଏ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ସୁର ରାଉତରାୟ୍ ବିଧାନସଭାରେ ପ୍ରଶ୍ନ ଉଠାଇଥିଲେ।

Advertisment
Odisha News Bhubaneswar ‘Mo Cycle’
Advertisment
Advertisment