Bird Counting In Bhitarkanika
ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଆଜିଠୁ ଆରମ୍ଭ ହୋଇଛି ଦେଶୀୟ ପକ୍ଷୀ ଗଣନା । ଏହି ପକ୍ଷୀ ଗଣନା କାର୍ଯ୍ୟକ୍ରମ ୭ଦିନ ପର୍ଯ୍ୟନ୍ତ ଚାଲିବ । ଗଣନା ପାଇଁ ୨ଟି ଟିମ୍ ଗଠନ କରାଯାଇଛି । ପ୍ରତ୍ୟେକ ଟିମରେ ୭ ଜଣ ଲେଖାଏଁ ସଦସ୍ୟ ଅଛନ୍ତି । କନିକା ରେଞ୍ଜ ଅଫିସର ମାନସ ଦାସ କହିଛନ୍ତି ଆଜିଠୁ ପକ୍ଷୀଗଣନା ଆରମ୍ଭ ହୋଇଛି। ୨ଟି ଟିମ୍ ହୋଇଛି। ଗୋଟିଏ ଟିମ୍ ମଠଆଡ଼ିଆ ଓ ଅନ୍ୟ ଟିମ୍ ଲକ୍ଷ୍ମୀପ୍ରସାଦ, ଦୁର୍ଗାପ୍ରସାଦଡିଆରରେ ପକ୍ଷୀ ଗଣନା କରିବେ। ୭ ଦିନ ଧରି ଏହି ଗଣନା କାର୍ଯ୍ୟକ୍ରମ ଚାଲିବ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)