Advertisment

ରହସ୍ୟ ଘେରରେ ACFଙ୍କ ମୃତ୍ୟୁ,ନ୍ୟାୟ ଅପେକ୍ଷାରେ ଅଛନ୍ତି ସୌମ୍ୟଙ୍କ ପରିବାର

କେମିତି ହେଲା ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ? ହତ୍ୟା ନା ଆତ୍ମହତ୍ୟା ? ଯଦି ହତ୍ୟା କରାଯାଇଛି ତା’ହେଲେ ଅଭିଯୁକ୍ତ କିଏ ? ଆଉ ଯଦି ସୌମ୍ୟ ଆତ୍ମହତ୍ୟା କରିଛନ୍ତି ତା’ହେଲେ ଏହା ପଛର କାରଣ କ’ଣ ? ସୌମ୍ୟଙ୍କ ମୃତ୍ୟୁକୁ ମାସେ ପୁରି ଥିବାବେଳେ ଏଭଳି ଅନେକ ପ୍ରଶ୍ନର ଉତ୍ତର ଏବେବି ଖୋଜି ପାରିନି ପୋଲିସ। ସୌମ୍ୟଙ୍କ ମୃତ୍ୟୁ ରହସ୍ୟର କାରଣ ପାଇ ପାରିନାହିଁ ତଦନ୍ତକାରୀ ଟିମ୍। ତଦନ୍ତ ଏବଂ ଘଣ୍ଟା ଘଣ୍ଟାର ମାରାଥନ ଜେରା ପରେ ବି ଘଟଣାରେ କାହାକୁ ଗିରଫ କରାଯାଇ ପାରିନାହିଁ। ଏପଟେ ନ୍ୟାୟ ଅପେକ୍ଷାରେ ଅଛନ୍ତି ସୌମ୍ୟଙ୍କ ପରିବାର।

author-image
Pallipuspa Samal

Paralakhemundi Paralakhemundi ACF Death Odisha
Advertisment
Advertisment