elephant day
Advertisment
ଆଜି ବିଶ୍ୱ ହସ୍ତୀ ଦିବସ। ଏହି ଅବସରରେ ହାତୀମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ପ୍ରାଥମିକତା ଦିଆଯାଉଛି । ୨୦୧୨ ମସିହାଠାରୁ ଅଗଷ୍ଟ ୧୨କୁ ବିଶ୍ୱ ହସ୍ତୀ ଦିବସ ଭାବେ ପାଳନ କରାଯାଉଛି । ହାତୀମାନଙ୍କ ପାଇଁ ଉପଯୁକ୍ତ ପରିବେଶ ସୃଷ୍ଟି କରିବା ସହ ହାତୀ ଶିକାର ଉପରେ ରୋକ୍ ଲଗାଇବା ପାଇଁ ସଚେତନତା ସୃଷ୍ଟି କରାଯାଉଛି ।
ବିଶ୍ୱ ହସ୍ତୀ ଦିବସ ଉପଲକ୍ଷେ ନନ୍ଦନକାନନରେ ହାତୀ ମାନଙ୍କକୁ କଦଳୀ, ସେଓ, ଆଖୁ ସପୁରୀ ଖାଇବାକୁ ଦିଆଯାଇଥିଲା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us