Advertisment

ଖୋଲିଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ,ନିୟମ ମାନିବାକୁ ନିବେଦନ

ବହୁ ଦିନର ପ୍ରତୀକ୍ଷା ପରେ ଆଜିଠୁ ଖୋଲିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ରାଜ୍ୟ ସରକାରଙ୍କ ଅଗଷ୍ଟ ଗାଇଡଲାଇନ୍‌ରେ ପର୍ଯ୍ୟଟନୀ ସ୍ଥଳ ଓ ପ୍ରାଣୀ ଉଦ୍ୟାନ ଖୋଲିବା ନେଇ ନିଷ୍ପତ୍ତି ପରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲିବାକୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଅଳ୍ପ ସଂଖ୍ୟକ ଦର୍ଶକଙ୍କୁ ନନ୍ଦନକାନନ ଭିତରକୁ ଛଡ଼ାଯିବ। ପର୍ଯ୍ୟଟକ ଚାଲି ଚାଲି ଯାଇ ଜୀବଜନ୍ତୁଙ୍କ ଖୁଆଡ ପାଖରୁ ସେମାନଙ୍କୁ ଦେଖିପାରିବେ।

India Nandankanan Zoological Park Bhubaneswar
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ