ଅଦ୍ୟତନ ହୋଇଛି
Afghan Crisis
Advertisment
ଆଫଗାନିସ୍ତାନ ପ୍ରସଙ୍ଗରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷଙ୍କ ପ୍ରତିକ୍ରିୟା । ଆତଙ୍କବାଦ ମୁକାବିଲା ପାଇଁ ଭାରତ ପ୍ରସ୍ତୁତ ଅଛି ବୋଲି କହିଛନ୍ତି । ପାକିସ୍ତାନ ଆତଙ୍କବାଦୀଙ୍କୁ ସମର୍ଥନ କରି ସେଠି ଅସ୍ଥିରତା ସୃଷ୍ଟି କରିବା ସହ ସାରା ବିଶ୍ୱକୁ ପ୍ରଭାବିତ କରୁଛି । ଆମେରିକା ସୈନ୍ୟ ପ୍ରତ୍ୟାହାର୍ ପରେ ସେଠାରେ ପରିସ୍ଥିତି ଶୋଚନୀୟ ହୋଇପଡିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us