Armaan Kohli
Advertisment
ଲୋକପ୍ରିୟ ଟିଭି କଳାକାର ଗୌରବ ଦୀକ୍ଷିତଙ୍କୁ ଡ୍ରଗ୍ସ ମାମଲାରେ ଗିରଫ କରାଯିବାର ଦିନକ ପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) ଡ୍ରଗ୍ସ ମାମଲାରେ ବଲିଉଡ୍ ଅଭିନେତା ଅର୍ମାନ୍ କୋହଲିଙ୍କୁ ଗିରଫ କରିଛି। ଅର୍ମାନ୍ଙ୍କ ଘରୁ ବ୍ୟାନ୍ ହୋଇଥିବା ଡ୍ରଗ୍ସ ମିଳିବା ପରେ ଗତକାଲି ରାତିରେ NCB ତାଙ୍କୁ ପଚରାଉଚରା କରିଥିଲା। ଏହାପରେ ଆଜି ସକାଳେ ତାଙ୍କୁ ଗିରଫ କରାଯାଇଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us