Advertisment

ପାକିସ୍ତାନ-ନ୍ୟୁଜିଲାଣ୍ଡ ଦିନିକିଆ ବାତିଲ

ପଡ଼ିଆକୁ ଓହ୍ଲାଇବା ପୂର୍ବରୁ ପାକିସ୍ତାନ ସହ ଦିନିକିଆ ମ୍ୟାଚ୍ ବାତିଲ କଲା ନ୍ୟୁଜିଲାଣ୍ଡ। ସୁରକ୍ଷା ଦୃଷ୍ଟିକୋଣରୁ ଆଜି ହିଁ ପାକିସ୍ତାନ ଛାଡିବାକୁ ଟିମକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ କାହିଁକି ବ୍ଲାକ୍ କ୍ୟାପ୍ ବାତିଲ କଲା ସିରିଜି ? କେବେଠାରୁ ବିଦେଶୀ ଟିମ୍ ଯାଇ ନାହାନ୍ତି ପାକିସ୍ତାନ ? କାହିଁକି ପାକିସ୍ତାନରେ କ୍ରିକେଟ୍ ଖେଳିବାକୁ ଡରୁଛନ୍ତି ଅନ୍ୟ ଟିମ୍?

Newzeland Cricket Team Security Scare Pakistan
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ