Advertisment

ମୁମ୍ବାଇରେ ହେବ ନିର୍ଭୟା ସ୍କ୍ୱାଡ୍

ମୁମ୍ବାଇରେ ହେବ ନିର୍ଭୟା ସ୍କ୍ୱାଡ୍। ମୁମ୍ବାଇ ନିର୍ଭୟା କାଣ୍ଡ ପରେ ଚେତିଲେ ରାଜ୍ୟ ସରକାର। ସହରର ପ୍ରତି ଥାନାରେ ଗଠନ ହେବ ନିର୍ଭୟା ସ୍କ୍ୱାଡ୍। ସ୍କୁଲ, କଲେଜ୍, ମହିଳା ହଷ୍ଟେଲ୍ ଉପରେ ରହିବ ନଜର, ଅପରାଧରେ ଲାଗିବ ଲଗାମ।

ଅଦ୍ୟତନ ହୋଇଛି
Advertisment

ମୁମ୍ବାଇରେ ହେବ ନିର୍ଭୟା ସ୍କ୍ୱାଡ୍। ମୁମ୍ବାଇ ନିର୍ଭୟା କାଣ୍ଡ ପରେ ଚେତିଲେ ରାଜ୍ୟ ସରକାର। ସହରର ପ୍ରତି ଥାନାରେ ଗଠନ ହେବ ନିର୍ଭୟା ସ୍କ୍ୱାଡ୍। ସ୍କୁଲ, କଲେଜ୍, ମହିଳା ହଷ୍ଟେଲ୍ ଉପରେ ରହିବ ନଜର, ଅପରାଧରେ ଲାଗିବ ଲଗାମ। ମହିଳାଙ୍କୁ ସୁରକ୍ଷା ଦେବା ଲାଗି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ୍ ଠାକରେ ଏବଂ ବରିଷ୍ଠ ପୋଲିସ ଅଧିକାରୀଙ୍କ ନିର୍ଦ୍ଦେଶରେ ଏହି ସ୍କ୍ୱାଡ ପରିଚାଳିତ ହେବ।

Advertisment
India Mumbai Nirbhaya Squad
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ