Dengu
ଡେଙ୍ଗୁ ରୋଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକ ଭୁବନେଶ୍ୱର ଡାକ୍ତର ଲକ୍ଷ୍ମୀଧର ସାହୁ । ଡେଙ୍ଗୁ ରୋଗୀଙ୍କ ପାଇଁ ବେଡର ଆଭାବ ନାହିଁ ଓ ୱାଡ୍ ଖାଲି ପଡିଛି ବୋଲି ଡାକ୍ତର ଲକ୍ଷ୍ମୀଧର ସାହୁ କହିଛନ୍ତି । ଏହା ସହ କହିଛନ୍ତି ଯେ ପ୍ରତିଦିନ ୧୦ରୁ ୧୫ ନୂଆ ରୋଗୀ ଆଡମିସନ କରାଯାଉଛି । ବ୍ଲଡ୍ ସଂଗ୍ରହ ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ସେ କହିଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)