heavy rainfall
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ(IMD)ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)