ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ(IMD)ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
Published: Sarbeswar
Last updated: 16 September 2021, 10:12 PM IST