Advertisment

୧୯-୨୦ ରେ ପ୍ରବଳ ବର୍ଷା

୧୮ ତାରିଖ ସନ୍ଧ୍ୟା ପରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Advertisment

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ(IMD)ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Advertisment
Odisha Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ