Odia IFS Officer
ଦକ୍ଷିଣ ଆଫ୍ରିକାର ତାଂଜାନିଆର ହାଇକମିଶନର ଭାବେ ନିଯୁକ୍ତ ହେଲେ ଓଡ଼ିଆ ଆଇ.ଏଫ୍.ଏସ୍. ଅଫିସର ବିନୟ ଶ୍ରୀକାନ୍ତ ପ୍ରଧାନ । ତାଙ୍କୁ ଭାରତ ସରକାର ଏହି ପଦବୀରେ ନିଯୁକ୍ତ କରିଛନ୍ତି। ଏନେଇ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜାରି ହୋଇଛି । ବିନୟ ଶ୍ରୀକାନ୍ତ ପ୍ରଧାନଙ୍କ ପୈତୃକ ଘର ଦେବଗଡ଼ ପୌରାଂଚଳର ବଣିଆ ସାହିରେ । ଆଇଏଫଏସ୍ ବିନୟ ଶ୍ରୀକାନ୍ତ ପ୍ରଧାନ ବର୍ତ୍ତମାନ ରୁଷିଆସ୍ଥିତ ଭାରତୀୟ ଦୂତାବାସର ଉପମୁଖ୍ୟ ଅଛନ୍ତି । ତାଙ୍କର ଏ ସଫଳତା ପରେ ଦେବଗଡ ଜିଲାରେ ଖୁସିର ଲହରୀ ଖେଳିଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)